Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଜାନୁଆରୀ ୧୨ରୁ ବରଗଡ଼ ଧନୁଯାତ୍ରା

    Share on :
    ajab-Image
    Date: Oct 14, 2026    Views: 3552

    ​​​​​​ବରଗଡ: ୨୦୨୭ ଜାନୁଆରୀ ୧୨ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । କଂସଙ୍କ ଶାସନରେ କମ୍ପିବ ମଥୁରା ନଗରୀ। ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି ।

    ଆସନ୍ତା ଜାନୁଆରୀ ୧୨ରୁ ୨୪ ତାରିଖ ଯାଏ ବରଗଡ ଧନୁଯାତ୍ରା ଆୟୋଜିତ ହେବ। ପ୍ରାୟ ୧୧ ଦିନ ଧରି ଏହା ଅନୁଷ୍ଠିତ ହେବ। ବିଶ୍ବର ସର୍ବ ବୃହତ ମୁକ୍ତାକାଶ ରଙ୍ଗ ମଞ୍ଚରେ କଳା ପ୍ରଦର୍ଶନ କରିବେ କଳାକାର। କଂସଙ୍କ ଅଟ୍ଟହାସ୍ୟରେ କମ୍ପିବ ବରଗଡ଼ । ସେହିଭଳି ସବୁଥର ଭଳି ଏଥର ମଧ୍ୟ କଂସ ଚରିତ୍ର ପାଇଁ ହେବ କଳାକାର ଚୟନ କରାଯିବ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook