Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଦୀପ୍ତିରେଖା ପାଢୀଙ୍କ ଗୀତକୁ ପୋଷ୍ଟ କଲେ ମୋଦୀ

    Share on :
    ajab-Image
    Date: Mar 22, 2026    Views: 2678

    ଭୁବନେଶ୍ୱର:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋସିଆଲ୍ ମିଡିଆ ପେଜ୍‌ରେ ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢ଼ୀଙ୍କ ଗୀତ । ଚୈତ୍ର ନବରାତ୍ରୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସୋସିଆଲ୍ ମିଡିଆ ପେଜ୍‌ରେ ଏକ ଭକ୍ତିମୟ ଓଡ଼ିଆ ଗୀତର ୟୁଟ୍ୟୁବ୍‌ ଲିଙ୍କ୍ ସେୟାର କରିଛନ୍ତି । ଗୀତର ନାଁ ରହିଛି ଦୁର୍ଗତିନାଶିନୀ ମାଆ ।
    ଏହି ଗୀତକୁ ଗାଇଛନ୍ତି ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢ଼ୀ। ମାଆଙ୍କର ଭକ୍ତିରେ ବିରାଟ ଶକ୍ତି ରହିଛି। ଦେବୀ ମାଆଙ୍କ ବନ୍ଦନାରେ ସ୍ରଦ୍ଧାଳୁଙ୍କ ମନ ସକାରାତ୍ମକ ଉର୍ଜାରେ ଭରିଯାଏ ବୋଲି ଲେଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook