Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୩ ମାସ ମଧ୍ୟରେ ସମାଧାନ ହେବ ଡ୍ରାଇଭରଙ୍କ ଦାବି

    Share on :
    ajab-Image
    Date: Mar 17, 2023    Views: 4428

    ଭୁବନେଶ୍ବର:  ଡ୍ରାଇଭର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଷ୍ଟିୟରିଂ ଛାଡ ଆନ୍ଦୋଳନ  ଜାରି ରହିଛି। ଏହାକୁ ନେଇ ଗୁରୁବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଡ୍ରାଇଭର ଏକତା ମହାସଂଘର ବରିଷ୍ଠ ଅଧିକାରୀ ଓ ସଦସ୍ୟ ଯୋଗ ଦେଇଥିଲେ। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଡ୍ରାଇଭର ଏକତା ମହାସଂଘର କର୍ମକର୍ତ୍ତା ଆଲୋଚନା କରିଥିଲେ। ଆସନ୍ତା ୩ ମାସ ମଧ୍ୟରେ ଡ୍ରାଇଭର ଏକତା ମହାସଂଘର ଦାବିଗୁଡିକୁ ପୂରଣ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏ ନେଇ ଡ୍ରାଇଭର ସଂଘର ଆବାହକଙ୍କୁ ଚିଠି କରାଯାଇଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook