Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବିଜେପିର ବିଧାନସଭା ତାଲିକା ଖୁବଶୀଘ୍ର

    Share on :
    ajab-Image
    Date: Mar 28, 2024    Views: 3085

    ଭୁବନେଶ୍ୱର: ଖୁବ୍ ଶୀଘ୍ର ବିଜେପି ଘୋଷଣା କରିପାରେ ବିଧାନସଭା ପ୍ରାର୍ଥୀ ତାଲିକା । ବିଧାନସଭା ଓ ବାକି ଥିବା ଲୋକସଭା ପ୍ରାର୍ଥୀଙ୍କ ନାଁ ଚୂଡ଼ାନ୍ତ କରିବା ପାଇଁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଯାଇଛନ୍ତି । ତାଙ୍କ ସହ ସଙ୍ଗଠନ ମହାମନ୍ତ୍ରୀ ମାନସ ମହାନ୍ତି ବି ଦିଲ୍ଲୀ ଯାଇଛନ୍ତି । ଆଜି ଉଭୟ ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ୱ ସହ ଆଲୋଚନା କରିଛନ୍ତି । ବିଧାନସଭା ପ୍ରାର୍ଥୀ ତାଲିକା ସହ ବାକିଥିବା ୩ ଲୋକସଭା ଆସନ, ଯାଜପୁର, କଟକ ଓ କନ୍ଧମାଳ ଟିକେଟ ନେଇ ପ୍ରାର୍ଥୀଙ୍କ ବିଷୟରେ ଆଲୋଚନା ହେବାର ଅଛି ।

    Maximum 500 characters

    ତାଜା ଖବର View all

    Find Us on Facebook