ମୁଖ୍ୟ ଖବର
ଶ୍ରୀନଗର: ଜମ୍ମୁ କାଶ୍ମୀର ସୋପରରେ ଆତଙ୍କବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି । ସେନା ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା । ଟୁଲିବଲରେ ଆଜି ସକାଳ ସମୟରେ ଏନକାଉଣ୍ଟର ଆରମ୍ଭ ହୋଇଥିବା ଜମ୍ମୁକାଶ୍ମୀର ପୋଲିସ ତରଫରୁ ସୂଚନା ପ୍ରଦାନ କରାଯାଇଛି । ଉକ୍ତ ଅଞ୍ଚଳରେ ଆତଙ୍କୀ ଲୁଚିରହିଥିବା ଏକ ବିଶେଷସୁତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଓ ସୁରକ୍ଷା ବଳର ଟିମ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏନେଇ ଏବେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।
Comments ସମସ୍ତ ମତାମତ