Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ପୁରୀରେ କୁଖ୍ୟାତ ଅପରାଧୀ ଚନ୍ଦନକୁ ଏନକାଉଣ୍ଟର

    Share on :
    ajab-Image
    Date: May 31, 2026    Views: 3387

    ପୁରୀ : ସମ୍ବଲପୁର ଓ ବ୍ରହ୍ମପୁର ପରେ ଆକ୍ସନ ମୋଡରେ ପୁରୀ ପୁଲିସ। ପୁରୀର ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର ହୋଇଛି।

    ବାସେଳିସାହି ଥାନା ଓଁକାରେଶ୍ବର ନିକଟରେ ପୁରୀ ପୋଲିସ ଏନକାଉଣ୍ଟର କରିଛି। ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ବିଷ୍ଣୁ ଜେନା ଓରଫ ଚନ୍ଦନ ଘାଇଲା ହୋଇଛି। ଚନ୍ଦନର ଡାହାଣ ଗୋଡରେ ଗୁଳି ବାଜିଛି। ସେ ଏକାଧିକ ହାଇୱେ ଲୁଟରେ ସାମିଲ ଥିଲା। ଚନ୍ଦନକୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook