Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ

    Share on :
    ajab-Image
    Date: May 21, 2022    Views: 3363

    କଟକ: ଆଜି ଠାରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଖାତାଦେଖା । ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ହେବ । ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଛନ୍ତି । ସେହିପରି ୯୦୦ ଜଣ ଡେପୁଟି ପରୀକ୍ଷକ, ୮,୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ସ୍କୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଛି । ଦିନ ୧୦ ରୁ ୧୨ଟା ପର୍ୟ୍ୟନ୍ତ ଖାତାଦେଖା ଜାରି ରହିବ । ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବ । ଏନେଇ ବୋର୍ଡ଼ ପକ୍ଷରୁ ସୂଚନା ଦିଆଯାଇଛି ।ପରୀକ୍ଷକମାନେ ୨୦ ତାରିଖରୁ ଖାତାଦେଖା କେନ୍ଦ୍ରରେ ପହଞ୍ଚି ସାରିଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook