Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆଜି ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା

    Share on :
    ajab-Image
    Date: Jan 21, 2026    Views: 3797

    ଭୁବନେଶ୍ୱର: ଆଜି ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍‌ଏସ୍‌ଟିଇଟି) ଆଜି ସକାଳ ୧୦ଟାରୁ ଆରମ୍ଭ ହୋଇ ୧୨ଟା ୩୦ ପର୍ୟ୍ୟନ୍ତ ଚାଲିବ । ଉଭୟ ପେପର-୧ ଓ ପେପର-୨ ଗୋଟିଏ ସିଟିଂରେ କରାଯିବାକୁ ବୋର୍ଡ ପକ୍ଷରୁ କାର୍ୟ୍ୟସୂଚୀ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମସ୍ତ ପରୀକ୍ଷାର୍ଥୀଙ୍କ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ସଂପୂର୍ଣ୍ଣ ଆତ୍ମବିଶ୍ବାସ, ଏକାଗ୍ରତା ଓ ଧୈର୍ୟ୍ୟ ସହ ପରୀକ୍ଷା ଦେବାକୁ ପରାମର୍ଶ ଦେଇଛନ୍ତି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook