Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା

    Share on :
    ajab-Image
    Date: Jun 19, 2026    Views: 2744

    ଭୁବନେଶ୍ୱର: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି OSSSC ପକ୍ଷରୁ ଗୁରୁବାର ଅବଗତ କରାଯାଇଛି।

    NEET-UG ପରୀକ୍ଷା କାରଣରୁ ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିବା ନେଇ OSSSC ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯାଇଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook