Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୩୨ହଜାର ଗଞ୍ଜେଇ ଗଛ ପୋଡ଼ିଲା ପୋଲିସ

    Share on :
    ajab-Image
    Date: Dec 7, 2023    Views: 5260

     ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି । ମନମୁଣ୍ଡା ପୋଲିସର ଏକ ଟିମ୍ ମନମୁଣ୍ଡା ଥାନା ଶଗଡା ଫାଣ୍ଡି ଅଧିନ ଭରୁଆ ଗ୍ରାମ ନିକଟ ଜଙ୍ଗଲରେ ଚଢ଼ାଉ କରି ବେଆଇନ ଭାବରେ ଚାଷ ହୋଇଥିବା ହଜାର ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରିଛି। ଜଙ୍ଗଲର ୨୧ଏକର ପରିମିତ ଜାଗାରେ ବେଆଇନ ଭାବରେ ଚାଷ ହୋଇଥିବା ଖବର ପାଇ  ସେଠାରେ ପହଞ୍ଚି ପୋଲିସ ୩୨ହଜାର  ଗଞ୍ଜେଇ ଗଛକୁ କାଟି ପୋଡ଼ି ସଂପୂର୍ଣ୍ଣ ନଷ୍ଟ କରିଦେଇଛି । ନଷ୍ଟ ଗଞ୍ଜେଇ ଗଛର ଆନୁମାନିକ ବଜାର ମୂଲ୍ୟ ୧କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି । ଏହାସହ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook