Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ଗମ୍ଭୀରଙ୍କୁ ହତ୍ୟା ଧମକ: ‘ଆଇଏସଆଇଏସ କଶ୍ମୀର’ରୁ ଇମେଲ

    Share on :
    ajab-Image
    Date: Apr 24, 2025    Views: 2956

    ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ତଥା ପୂର୍ବତନ ଭାଜପା ଏମପି ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ମୃତ୍ୟୁ ଧମକ ମିଳିଛି। ଏପ୍ରିଲ ୨୨ରେ ଦୁଇଟି ଇମେଲ ମାଧ୍ୟମରେ ତାଙ୍କୁ “ଆଇକିଲ୍ୟୁ” (IKillU) ମେସେଜ ପଠାଯାଇଥିଲା। ଏହି ଘଟଣା ପରେ ଗମ୍ଭୀର ଦିଲ୍ଲୀ ପୋଲିସରେ ଏକ ଲିଖିତ ଅଭିଯୋଗ ଦାଖଲ କରି ଏଫଆଇଆର ରୁଜୁ କରିବା ସହ ନିଜ ପରିବାର ପାଇଁ ସୁରକ୍ଷା ମାଗିଛନ୍ତି।

     

    Maximum 500 characters

    ଖେଳ ଖବର View all

    Find Us on Facebook