Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ୍

    Share on :
    ajab-Image
    Date: Jun 8, 2025    Views: 3354

    ଭୁବନେଶ୍ବର: ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ୍ । ଏଣିକି ରାଜଧାନୀ ଆସିଲେ ଆଉ ରହିବା ପାଇଁ ହଇରାଣ ହେବାକୁ ପଡ଼ିବନି । ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ୧୦୦ କୋଠରୀର ଭବନ ।

    ଅନେକ ଲୋକ ରାଜଧାନୀକୁ ସ୍ବାସ୍ଥ୍ୟସେବା ପାଇଁ ଆସନ୍ତି । ଶିକ୍ଷାଲାଭ ତଥା ରାଜ୍ୟ ସରକାରଙ୍କର ଅନ୍ୟାନ୍ୟ ସୁବିଧା ପାଇବା ପାଇଁ ଏଠାକୁ ଆସନ୍ତି । ଏଠି ରହିବା ପାଇଁ ସେମାନେ ହୋଟେଲ କିମ୍ବା ଅନ୍ୟ ସ୍ଥାନରେ ରହିବା ପାଇଁ ଅନେକ ଖର୍ଚ୍ଚାନ୍ତ ହେଉଛନ୍ତି । ତେଣୁ ଲୋକଙ୍କ ସୁବିଧା ପାଇଁ ଗେଷ୍ଟ ହାଉସ ପ୍ରସ୍ତୁତ ହେବ । ଯାହା ଦ୍ଵାରା ଲୋକ ସୁବିଧାରେ ରହି ନିଜ ଆବଶ୍ୟକୀୟ କାମ କରିପାରିବେ । ପ୍ରତି ଜିଲ୍ଲା ପାଇଁ ୧୦୦ କୋଠାରୀ ବିଶିଷ୍ଟ ଗେଷ୍ଟ ହାଉସ୍ ହେବ । ୩୦ଜିଲ୍ଲା ପାଇଁ ରହିବ ୩ ହଜାର କୋଠରୀ । ପ୍ରତି ଜିଲ୍ଲା ନାଁରେ ଏହାକୁ ନାମିତ କରାଯିବ ।

    Maximum 500 characters

    ତାଜା ଖବର View all

    Find Us on Facebook