Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି ନିଯୁକ୍ତ

    Share on :
    ajab-Image
    Date: Oct 14, 2021    Views: 3251

    କଟକ: ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତିଙ୍କୁ ନିଯୁକ୍ତି । ସୁପ୍ରିମକୋର୍ଟ କଲେଜିୟମ ସୁପାରିସ୍ ଆଧାରରେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି ।

    ଓଡିଶା ହାଇକୋର୍ଟରେ ନୂତନ ଭାବରେ ନିଯୁକ୍ତି ପାଇଥିବା ବିଚାରପତି ହେଲେ ଆଇନଜୀବୀ ମୃଗାଙ୍କ ଶେଖର ସାହୁ, ଜୁଡ଼ିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ର । ଏନେଇ ଭାରତ ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ଏହି ୩ଜଣ ନୂଆ ବିଚାରପତି ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କୁ ମିଶାଇ ମୋଟ ବିଚାରପତିଙ୍କ ସଂଖ୍ୟା ୧୭ରେ ପହଞ୍ଚିବ ।

    Maximum 500 characters

    ତାଜା ଖବର View all

    Find Us on Facebook