Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ହକି ବିଶ୍ୱକପ ଟିକେଟ ପାଇଁ କାଉଣ୍ଟଡାଉନ ଆରମ୍ଭ

    Share on :
    ajab-Image
    Date: Nov 22, 2022    Views: 3850

    ଭୁବନେଶ୍ବର: ବହୁପ୍ରତିକ୍ଷିତ ହକି ବିଶ୍ୱକପ ଟିକେଟ ପାଇଁ କାଉଣ୍ଟଡାଉନ ଆରମ୍ଭ । ଭୁବନେଶ୍ୱର ଓ ରାଉରକେଲାରେ ହେବାକୁ ଥିବା ହକି ବିଶ୍ୱକପ ପାଇଁ ଖୁବଶୀଘ୍ର ଆରମ୍ଭ ହେବ ଟିକେଟ ବିକ୍ରି ।

    ଖେଳ ଦେଖିବାକୁ ଇଚ୍ଛୁକ ଦର୍ଶକ ହକି ବିଶ୍ୱକପର ଟିକେଟ କିଣିବା ପାଇଁ ଆଜିଠୁ ପ୍ରି-ରେଜିଷ୍ଟ୍ରେସନ କରିପାରିବେ ।

    ଏଥିପାଇଁ ଏଫଆଇଏଚ ପକ୍ଷରୁ ନୋଟିଫିକେସନ ଜାରି ହୋଇଛି ।

    Maximum 500 characters

    ଖେଳ ଖବର View all

    Find Us on Facebook