Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଇଏଏସ ସ୍ତରରେ ଅଦଳବଦଳ

    Share on :
    ajab-Image
    Date: Nov 5, 2026    Views: 2629

    ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି ।  ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁସାରେ,

    ୧. ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଦାୟିତ୍ୱ ମିଳିଛି
    ୨. ଗିରିଶ ଏସ ଏନଙ୍କୁ ଏଚ ଆଣ୍ଡ ଏଫ ଡବ୍ଲ୍ୟୁ ବିଭାଗର କମିଶନର ତଥା ସଚିବ ଦାୟିତ୍ୱ ମିଳିଛି ।
    ୩.ଅଶ୍ୱତୀ ଏସଙ୍କୁ ଏସଆଇଟିଆଇ- ଓଡିଶାର ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱ ମିଳିଛି ।
    ୪. ରୂପା ମିଶ୍ରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ସଚିବ ଦାୟିତ୍ୱ ମିଳିଛି ।

    Maximum 500 characters

    ତାଜା ଖବର View all

    Find Us on Facebook