Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ

    Share on :
    ajab-Image
    Date: Jul 5, 2024    Views: 3346

    ସୁନ୍ଦରଗଡ଼: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ସୁନ୍ଦରଗଡ଼ ଜିଲ୍ଲାପାଳ ଡ. ପରାଗ ହର୍ଷଦ ଗାଭାଲି। ୫ ବର୍ଷ ପାଇଁ ତାଙ୍କୁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଭାରତ ସରକାରଙ୍କ ଉପସଚିବ ପୂଜା ଜୈନ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଚିଠି କରିଛନ୍ତି।

    Maximum 500 characters

    ରାଜନୀତି View all

    Find Us on Facebook