Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ସମସ୍ତ ଶୈବପୀଠ

    Share on :
    ajab-Image
    Date: Aug 24, 2026    Views: 2830

    ଭୁବନେଶ୍ବର: ଆଜି ଶ୍ରାବଣ ମାସର ଶେଷ ସୋମବାର। ଚଳଚଞ୍ଚଳ ହୋଇ ଉଠିଛି ରାଜ୍ୟର ସମସ୍ତ ଶୈବପୀଠ। ଶିବାଳୟରେ ଭକ୍ତଙ୍କ ନାହିଁନଥିବା ଭିଡ ଦେଖିବାକୁ ମିଳିଛି। ସକାଳୁ ସକାଳୁ କାଉଡିଆମାନେ ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି। 

    ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, ନୟାଗଡର ଲଡୁବାବା, ଢେଙ୍କାନାଳର କପିଳାସ ମନ୍ଦିର ଓ କଟକର ଧବଳେଶ୍ବର ପୀଠରେ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି। ଭକ୍ତଙ୍କ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook