ମୁଖ୍ୟ ଖବର
ଭୁବନେଶ୍ୱର: ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁ ଅସୁସ୍ଥ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଖବର ଶୁଣିବା ପରେ ଶ୍ରୀ ଟୁଡୁଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଶ୍ରୀ ଟୁଡୁଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ସେ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି । ଶ୍ରୀ ଟୁଡୁଙ୍କ ଆଶୁ ଆରୋଗ୍ୟ ନେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।
Comments ସମସ୍ତ ମତାମତ