Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାର

    Share on :
    ajab-Image
    Date: Jan 31, 2025    Views: 2657

    ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ୟ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ୫୧ ବର୍ଷୀୟ ସଚିନଙ୍କ ନାଁରେ କ୍ରିକେଟ ଇତିହାସରେ ସର୍ବାଧିକ ଟେଷ୍ଟ ଏବଂ ଏକଦିବସୀୟ ରନ ସ୍କୋର କରିବାର ରେକର୍ଡ ରହିଛି।

    ସଚିନ ତେନ୍ଦୁଲକରଙ୍କ ୨୦୦ ଟେଷ୍ଟ ଏବଂ ୪୬୩ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଯେକୌଣସି ଖେଳାଳିଙ୍କ ଦ୍ୱାରା ସର୍ବାଧିକ। ସେ ଦିନିକିଆରେ ୧୮,୪୨୬ ରନ କରିବା ସହିତ ୧୫,୯୨୧ ଟେଷ୍ଟ ରନ କରିଛନ୍ତି। ସେ ତାଙ୍କ ଚମତ୍କାର କ୍ୟାରିୟରରେ କେବଳ ଗୋଟିଏ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ପୂ

    Maximum 500 characters

    ଖେଳ ଖବର View all

    Find Us on Facebook