Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    Share on :
    ajab-Image
    Date: Oct 3, 2023    Views: 3121

    ଭୁବନେଶ୍ୱର : ରାଜଧାନୀରେ ଥିବା ଲୋକସେବା ଭବନରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଥିଲା। ଏହି ପ୍ରଥମ ମହଲାରେ ରାଜସ୍ୱ ବିଭାଗର କାର୍ଯ୍ୟାଳୟ ରହିଛି। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି। ତେଣେ ନିଆଁର ପ୍ରଭାବରେ ଲୋକସେବା ଭବନ ପରିସର ଧୂଆଁମୟ ହୋଇଥିଲା। ଏସିରେ ସଟସର୍କିଟ୍ କାରଣରୁ ଏହି ଅଗ୍ନିକାଣ୍ଡ ହୋଇଥିବା କୁହାଯାଉଛି। 

    Maximum 500 characters

    ତାଜା ଖବର View all

    Find Us on Facebook