Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଲୋକସେବା ଭବନରେ ଲାଗିଲା ନିଆଁ

    Share on :
    ajab-Image
    Date: Oct 3, 2023    Views: 4228

    ଭୁବନେଶ୍ୱର :  ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାର ପ୍ରଥମ ମହଲାରେ ନିଆଁ ଲାଗି ଥିବା ଜଣାପଡ଼ିଛି। ନିଆଁଲିଭା କାର୍ଯ୍ୟରେ ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି। ତେବେ ନିଆଁ କିପରି ଲାଗିଲା ତାହା ଜଣାପଡ଼ିନାହିଁ। ସର୍ଟ ସର୍କିଟରୁ ଲାଗିଲା  ନା ଆଉ କିଛି କାରଣ ଅଛି ଜଣାପଡ଼ି ନାହିଁ। ନିଆଁ ଲାଗି ଲୋକସଭାରେ କ’ଣ କ୍ଷତି ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ଭୁବନେଶ୍ୱର ଲୋକସେବା ଭବନରେ ନିଆଁ ଲାଗିଯାଇଛି।

    ଏହି ସମୟରେ ରାଜସ୍ୱ ବିଭାଗ କୋଠାରେ କେହି କର୍ମଚାରୀ ଥିଲେ ନାହିଁ ତାହା ମଧ୍ୟ ଜଣାପଡ଼ିନାହିଁ। ଅନ୍ୟପକ୍ଷରେ  ଅଗ୍ନିଶମ ବାହିନୀ  ନିଆଁକୁ ଆୟତ୍ତ କରିବା ଉଦ୍ୟମ ଚଳାଇଛନ୍ତି।  

    Maximum 500 characters

    ରାଜ୍ୟ ଖବର View all

    Find Us on Facebook