Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଓଏଏସ୍‌ସ୍ତରରେ ଅଦଳବଦଳ

    Share on :
    ajab-Image
    Date: Dec 11, 2025    Views: 2714

    ଭୁବନେଶ୍ୱର: ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର ଓଏସ୍‌ଡି କାବେରୀ ମୁଦୁଲିଙ୍କୁ ଯାଜପୁର ଜିଲା ବିଞ୍ଝାରପୁର ତହସିଲଦାର ଭାବେ ବଦଳି କରାଯାଇଥିବାବେଳେ କେନ୍ଦ୍ରାପଡ଼ା ଡିଏସ୍‌ଆର ସମୀର ବେହେରାଙ୍କୁ ପଞ୍ଚାୟତିରାଜ ବିଭାଗକୁ ବଦଳି କରାଯାଇଛି। ସେହିପରି ବିଦ୍ୟାରଶ୍ମୀ ସାହୁଙ୍କୁ କେନ୍ଦ୍ରାପଡ଼ା ଡିଏସ୍‌ଆର୍‌ ଭାବେ ବଦଳି କରାଯାଇଥିବାବେଳେ ଜ୍ୟୋତ୍ସ୍ନାରାଣୀ ପାତ୍ର ଓ ଅନ୍ୟ ୧୯ ଜଣ ଅଧିକାରୀଙ୍କୁ ତହସିଲଦାର, ଡେପୁଟି କଲେକ୍ଟର ଭାବେ ବିଭିନ୍ନ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook