Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ମାନସ ରଞ୍ଜନ ମଙ୍ଗରାଜଙ୍କୁ ନୂଆ ଦାୟିତ୍ବ

    Share on :
    ajab-Image
    Date: Aug 5, 2022    Views: 3850

    ଭୁବନେଶ୍ବର: ବିଜେଡିର ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ନୂଆ ଦାୟିତ୍ବ ମିଳିଛି । ସୂଚନା ପ୍ରସାରଣ ମନ୍ତ୍ରଣାଳୟ  ମନ୍ତ୍ରଣାଳୟର ପରାମର୍ଶଦାତା କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ମାନସ । କମିଟିର ସଦସ୍ୟ ଭାବେ ମନୋନୀତ ହେବା ପରେ ଖୁସି ବ୍ୟକ୍ତ କରିଛନ୍ତି ମାନସ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ମାନସ ।

    ନବ ନିର୍ବାଚିତ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ଗୁରୁଦାୟିତ୍ବ । ସୂଚନା ଓ ପ୍ରସାରଣ ମନ୍ତ୍ରାଳୟର ପରାମର୍ଶଦାତା କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ମାନସ । ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।ତେବେ ଏନେଇ ସେ ଖୁସି ବ୍ୟକ୍ତ କରିଛନ୍ତି ମାନସ । ଅନୁପ୍ରାଣିତ କରୁଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମାନସ । ପୂର୍ବରୁ  MPEDAର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ମାନସ । ଜଣେ ନବାଗତ ଓଡ଼ିଆ ସାଂସଦଙ୍କୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ କମିଟିରେ ସାମିଲ ହେବା ଏକ ବିରଳ ଘଟଣା ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook