ମୁଖ୍ୟ ଖବର
ଭୁବନେଶ୍ୱର : ଗତ ଦୁଇ ବର୍ଷ ପରେ ଚଳିତ ବର୍ଷ ଅଫଲାଇନ୍ରେ ମାଟ୍ରିକ୍ ପାରୀକ୍ଷା କରାଯାଇଥିଲା । ସମସ୍ତ ପ୍ରକାର କୋଭିଡ୍ ଗାଇଡଲାଇନ୍ ମାନି ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇଥିଲେ । ତେବେ ମାଟ୍ରିକ୍ ରେଜଲ୍ଟ ବାହାରିବାକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମନରେ ଉକôଣ୍ଠା ରହିଥିଲା । ମାଟ୍ରିକ ପରୀକ୍ଷା ଖାତା ଦେଖା ଶେଷ ହୋଇଛି । ତେବେ ଜୁନ୍ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ପାରକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି ।
Comments ସମସ୍ତ ମତାମତ