Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଚାନ୍ଦିପୁରରୁ ଆଜି ହେବ କ୍ଷେପଣାସ୍ତ୍ର ପରୀକ୍ଷା

    Share on :
    ajab-Image
    Date: Nov 3, 2026    Views: 2409

    ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ ଆଜି ହେବ କ୍ଷେପଣାସ୍ତ୍ର ପରୀକ୍ଷା। ଲଞ୍ଚ କମ୍ପ୍ଲେକ୍ସ ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ଅସ୍ଥାୟୀ ଶିବିରକୁ ସ୍ଥାନାନ୍ତର। ବିଭିନ୍ନ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ଗୁଡିକୁ ଅସ୍ଥାୟୀ ଶିବିର ଭାବରେ ଚିହ୍ନଟ କରାଯାଇଛି।

    ପାଖାପାଖି ୨୫୦୦ ରୁ ଉର୍ଦ୍ଧ୍ବ ଲୋକଙ୍କୁ ଅସ୍ଥାୟୀ ଶିବିରକୁ ସ୍ଥାନାନ୍ତରିତ କରାଯାଇଛି। ଡିଆରଡିଓର ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଲୋକମାନେ ଅସ୍ଥାୟୀ ଶିବିରରେ ରହିବେ। ସ୍ଥାନାନ୍ତର କରାଯାଇଥିବା ଲୋକଙ୍କ ପାଇଁ ଖାଦ୍ୟ ପାନୀୟର ବ୍ୟବସ୍ଥା କରାଯାଇଛି। 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook