Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦୀ

    Share on :
    ajab-Image
    Date: Jul 1, 2026    Views: 2497

    ନୂଆଦିଲ୍ଲୀ: ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଇରାନ ରାଷ୍ଟ୍ରପତି ଡକ୍ଟର ମାସୁଦ ପେଜେଶକିଆନଙ୍କ ସହ କଥାବାର୍ତ୍ତା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ଟେଲିଫୋନ୍ ଯୋଗେ ଉଭୟ ନେତା ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିଛନ୍ତି। 

    ମୁକ୍ତ ବାଣିଜ୍ୟ ସ୍ୱାଧୀନତା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ସେହିଭଳି ସ୍ଥାୟୀ ଶାନ୍ତି ଓ ସ୍ଥିରତା ପାଇଁ ନିରନ୍ତର ପ୍ରୟାସ ଉପରେ ଗୁରୁତ୍ବାରୋପ କରିଛନ୍ତି। ପଶ୍ଚିମ ଏସିଆର ବିକାଶ  ଉପରେ ମଧ୍ୟ ଉଭୟ ନେତା ଆଲୋଚନା କରିଥିବା ସୂଚନା ମିଳିଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook