Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୨୬ରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

    Share on :
    ajab-Image
    Date: Feb 23, 2026    Views: 2190

    ଭୁବନେଶ୍ଵର:ଆସନ୍ତା ୨୬ ତାରିଖରେ ଓଡିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଫେବ୍ରୁଆରୀ ୨୬ ତାରିଖରୁ ମାର୍ଚ୍ଚ ୨ ପର୍ୟ୍ୟନ୍ତ, ସେମାନଙ୍କର ୪ ଦିନିଆ  ଓଡିଶା ଗସ୍ତ ରହିଛି। ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣିଆ ଟିମ୍ ରେ ଓଡିଶାକୁ ଆସିବେ। ଏହି ୪ ଦିନିଆ ଗସ୍ତ ସମୟରେ  ସମ୍ବଲପୁର ଓ ଝାରସୁଗୁଡା ଗସ୍ତ କରିବାର କାର୍ୟ୍ୟକ୍ରମ ରହିଛି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ନେଇ ସୂଚନା ମିଳିଛି।

    ଆସନ୍ତା ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ୍ ଭିଜିଟ୍ ହେବ। ଟ୍ରିବ୍ୟୁନାଲ ସ୍ପଟ୍ ଭିଜିଟ୍ କରି ସାରିବା ପରେ ମାର୍ଚ୍ଚ ୧୪ ତାରିଖରେ ଶୁଣାଣି ହେବ। ଏପ୍ରିଲ ୧୩ ତାରିଖରେ ଟ୍ରିବ୍ୟୁନାଲ ଅବଧି ଶେଷ ହେବାକୁ ଯାଉଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook