Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ

    Share on :
    ajab-Image
    Date: Aug 8, 2026    Views: 3765

     ହିଞ୍ଜିଳିକାଟୁ: ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଖଣ୍ଡର ଛକରେ ଘଟିଛି ଅଭାବନୀୟ ଘଟଣା ଗୁରୁତର ଯୁବକ ହେଲେ ଉଦ୍ଧବ ପାଢୀ। ଉଦ୍ଧବ ରାସ୍ତାରେ ଯାଉଥିବା ବେଳେ ତାଙ୍କୁ ଜଣେ ବ୍ୟକ୍ତି ଲିଫ୍ଟ ମାଗିଥିଲେ। 

    ସେ ଲିଫ୍ଟ ଦେବାକୁ ମନା କରିବାରୁ ଯୁବକ ଜଣଙ୍କ ଉତ୍‌କ୍ଷିପ୍ତ ହୋଇ ଛୁରୀରେ ଉଦ୍ଧବଙ୍କ ବେକ କାଟି ଦେଇଥିଲେ ଯୁବକ। ତାଙ୍କୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook