Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ନିର୍ବାଚନ ମୈଦାନକୁ ଓହ୍ଲାଇବା ପୂର୍ବରୁ ନବୀନଙ୍କ ଭିଡିଓ ବାର୍ତ୍ତା

    Share on :
    ajab-Image
    Date: Oct 31, 2025    Views: 2822

    ଭୁବନେଶ୍ୱର: ନବୀନଙ୍କ ଭିଡିଓ ବାର୍ତ୍ତା । ନୂଆପଡ଼ା ନିର୍ବାଚନ ମୈଦାନକୁ ଓହ୍ଲାଇବା ପୂର୍ବରୁ ବିଜେଡି ସୁପ୍ରିମୋଙ୍କ ଭିଡିଓ ବାର୍ତ୍ତା । ଆସନ୍ତା ୩ ତାରିଖରେ ସେ କୋମନା ଯିବେ ବୋଲି କହିବା ସହିତ ଲୋକଙ୍କ ସହ ମିଶିବେ ଏବଂ କଥା ହେବେ ବୋଲି ନବୀନ ଭିଡିଓ ବାର୍ତ୍ତାରେ କହିଛନ୍ତି । ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ । ସେଥିପାଇଁ ସେ ତାଙ୍କ ନିଆରା ଶୈଳୀରେ ଆପଣମାନେ ଖୁସି ତ ବୋଲି ପଚାରିଛନ୍ତି ।

    Maximum 500 characters

    ରାଜନୀତି View all

    Find Us on Facebook