Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବାଘେଲ

    Share on :
    ajab-Image
    Date: Jun 3, 2023    Views: 3042

    ଭୁବନେଶ୍ଵର: ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଥିଲେ। ଦୁର୍ଘଟଣା ରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ।

    ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ୍ ଦେଇଥିଲେ।

    Maximum 500 characters

    ତାଜା ଖବର View all

    Find Us on Facebook