Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ନବୀନଙ୍କୁ ଧନ୍ୟବାଦ ଦେବାକୁ ନେତାଙ୍କ ଭିଡ

    Share on :
    ajab-Image
    Date: Mar 28, 2024    Views: 3667

    ଭୁବନେଶ୍ୱର: ନବୀନ ନିବାସରେ ନେତାଙ୍କ ଭିଡ଼ । ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ପହଞ୍ଚିଛନ୍ତି ସାଂସଦ ଓ ବିଧାୟକ ପ୍ରାର୍ଥୀ । ରୀତା ସାହୁ, ସ୍ନେହାଙ୍ଗିନୀ ଛୁରିଆ, ସୁବାସ ବେହେରା, ନିରଞ୍ଜନ ପୂଜାରୀ, ବିପ୍ଳବ ପାତ୍ର ନବୀନ ନିବାସରେ ପହଞ୍ଚିଛନ୍ତି ।
    କଟକ ସାଂସଦ ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି, ମୟୂରଭଂଜ ଲୋକସଭା ପ୍ରାର୍ଥୀ ସୁଦାମ ମାରାଣ୍ଡି,ବିକ୍ରମ କେଶରୀ ଆରୁଖ, ପ୍ରତାପ ଦେ. ପ୍ରମୋଦ ମଲ୍ଲିକ, ସୁଶାନ୍ତ ସିଂ ପହଞ୍ଚିି ଧନ୍ୟବାଦ ଜଣାଇଛନ୍ତି । ସେହିପରି ପ୍ରଫୁଲ୍ଲ ସାମଲ, ଅରବିନ୍ଦ ମହାପାତ୍ର, ମାନସ ମଙ୍ଗରାଜ, ରଣେନ୍ଦ୍ର ପ୍ରତାନ ସ୍ୱାଇଁ, ଟୁକୁନି ସାହୁ, ସାଲୁଗା ପ୍ରଧାନ, ଅତନୁ ସବ୍ୟସାଚ୍ଚୀ, ଦେବୀ ରଞ୍ଜନ ତ୍ରିପାଠୀ, ବିଷ୍ଣୁଦତ ରାଉତରାୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବାକୁ ପହଂଚିଛନ୍ତି । ଏହା ସହ ଭାଗୀରଥୀ ସେଠୀ, ଜଗନ୍ନାଥ ନାୟକ, ବଦ୍ରୀ ପାତ୍ର, ପ୍ରଫୁଲ୍ଲ ମଲ୍ଲିକ ଓ ବ୍ୟୋମକେଶ ରାୟ ପ୍ରମୁଖ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook