ମୁଖ୍ୟ ଖବର
ନୂଆଦିଲ୍ଲୀ : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ୨୦୨୪ ରେ ନୀତୀଶ ବିହାର ବିଧାନ ପରିଷଦକୁ ନିର୍ବାଚିତ ହୋଇଥିଲେ। ତାଙ୍କର ଏହି କାର୍ୟ୍ୟକାଳ ୨୦୩୦ରେ ଶେଷ ହେବାକୁ ଥିଲା। ୨୦୨୫ ରେ ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ବିଜୟ ପରେ ସେ ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏବେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ତାଙ୍କର କାର୍ୟ୍ୟକାଳ ଏପ୍ରିଲ ୧୦ ତାରିଖରୁ ଆରମ୍ଭ ହେଉଛି।
Comments ସମସ୍ତ ମତାମତ