Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ମା’ ସମଲେଶ୍ୱରଙ୍କ ମନ୍ଦିରରେ ପହଞ୍ଚିଲା ନୂଆଁଧାନ

    Share on :
    ajab-Image
    Date: Sep 16, 2023    Views: 3895

    ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପର୍ବ ପାଇଁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରଙ୍କ ମନ୍ଦିରରେ ଆଜି ପହଞ୍ଚିଛି ନୂଆଁଧାନ । ମନ୍ଦିରର ମୁଖ୍ୟ ପୂଜକ ଅମ୍ବିକା ରାଏ ପରମ୍ପରା ଅନୁସାରେ ନୂଆଁଧାନ ଗ୍ରହଣ କରିଛନ୍ତି । ସେହି ନୂଆଁଧାନରୁ ପ୍ରସ୍ତୁତ ଚାଉଳକୁ ନୂଅଁଖାଇ ଦିନ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି କରାଯିବ । ଏହା ପରେ ପଶ୍ଚିମ ଓଡ଼ିଶାରେ ଘରେ ଘରେ ନୂଆଁଖାଇବାର ପରମ୍ପରା ରହିଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook