Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ସୁନାବେଡ଼ାରେ ୭୫% ମତଦାନ

    Share on :
    ajab-Image
    Date: Nov 12, 2025    Views: 2623

    ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟଦାନ ଜାରି ରହିଥିବାବେଳେ ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ ସେଠାରେ ଅପରାହ୍ନ ୪ଟା ସୁଦ୍ଧା ମତଦାନ ସାରିବାକୁ ନିଷ୍ପତ୍ତି ହୋଇଥିଲା। ତଦନୁଯାୟୀ ୪ଟା ସୁଦ୍ଧା ଭୋଟଗ୍ରହଣ ଶେଷ ହୋଇଥିଲା। ଏହା ପରେ ପୋଲିଂ ପାର୍ଟ ସେଠାରୁ ଅପରାହ୍ନ ସା​‌ଢ଼େ ୪ଟା ସୁଦ୍ଧା ହେଲିକପ୍ଟର ଜରିଆରେ ଫେରିଆସିଛନ୍ତି। ୭୫% ମତଦାନ ହୋଇଥିବାରୁ ସୁନାବେଡ଼ାବାସୀ ଭୋଟଦାନ ନେଇ ବେଶ୍‌ ସଚେତନ ଥିବା ଆଲୋଚନା ହେଉଛି।

    Maximum 500 characters

    ରାଜନୀତି View all

    Find Us on Facebook