ମୁଖ୍ୟ ଖବର
ଭୁବନେଶ୍ବର: ଆସନ୍ତା ମେ' ମାସ ୫ ତାରିଖରୁ ଆରମ୍ଭ ହେବ ପିଜି ପ୍ରବେଶିକା ପରୀକ୍ଷା।୫ ମେ' ୨୦୨୬ ରିଖ ଠାରୁ ୧୬ ମେ' ୨୦୨୬ ରିଖ ପର୍ଯ୍ୟନ୍ତ CPET ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଷ୍ଟେଟ ସିଲେକ୍ସନ ବୋର୍ଡ଼ (ଏସଏସବି) ପକ୍ଷରୁ CPET ପ୍ରବେଶିକା ପରୀକ୍ଷା ସୂଚୀ ପ୍ରକାଶିତ ହୋଇଛି।
Comments ସମସ୍ତ ମତାମତ