Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

State Board

ମୁଖ୍ୟ ଖବର

    ଯୁକ୍ତ ୨ ପରୀକ୍ଷା:ନିଜ ଶିକ୍ଷକମାନଙ୍କ ଦ୍ୱାରା କରାଯିବ ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା

    Share on :
    ajab-Image
    Date: Mar 25, 2022    Views: 7903

    ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୨୮ରୁ ଅଫଲାଇନ୍‌ ମୋଡରେ ଆରମ୍ଭ ହେବ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା । ସ୍କୁଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।  କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ ।

    ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ। ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି । ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ

    ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ସ୍କିମ୍ କରାଯାଇଛି ।  ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ । ନଚେତ   ବାର୍ଷିକ ପରୀକ୍ଷାର ୮୦% ଓ କ୍ୱାର୍ଟର ଏଣ୍ଡରେ ୨୦% ଅନୁଯାୟୀ ମାର୍କି ହେବ।  ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ସର୍ବାଧିକ ରହିବ, ସେଇଟି ଚୂଡ଼ାନ୍ତ ହେବ ।

    Maximum 500 characters

    State Board View all

    Find Us on Facebook