Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମେ ୨୮ରେ ଘୋଷଣା ହେବ +୨ ରେଜଲ୍ଟ ତାରିଖ

    Share on :
    ajab-Image
    Date: May 26, 2023    Views: 2848

    ଭୁବନେଶ୍ଵର : ମେ ୨୮ରେ ଘୋଷଣା ହେବ +୨ ରେଜଲ୍ଟ ତାରିଖ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟର ଫଳ ପ୍ରକାଶ ପାଇବ। ଏହାପରେ କଳା ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବାହାରିବ । ସେହିପରି ମେ ୩୦ ଓ ୩୧ରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରିବ। ଜୁନ ୮ ସୁଦ୍ଧା କଳା ଓ ଧନ୍ଦାମୂଳକ ଫଳାଫଳ ବାହାରିବ ବୋଲି ସୂଚନା ମିଳିଛି।

    ପ୍ରକାଶ ଥାଉକି, ୩ ଦିନ ପରେ ଅର୍ଥାତ୍ ମେ ୨୯ ରୁ ଖୋଲିବ ସାମ୍ସ ପୋର୍ଟାଲ । ଏଥିସହ ଏହି ପୋର୍ଟାଲ ଯୋଗେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡ଼ମିଶନ ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ପିଲାମାନେ ଜୁନ ୨୦ ଯାଏଁ ନାମଲେଖା ଆବେଦନ କରିପାରିବେ । ୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଏଥର ସ୍ପଟ୍ ଆଡ଼ମିଶନରେ ସ୍ୱଚ୍ଛତା ପାଇଁ ଅନ୍‌ଲାଇନ୍ ଆବେଦନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୨୯ ଜୁଲାଇରୁ ପ୍ରଥମ ବର୍ଷର ପାଠପଢା ଆରମ୍ଭ ହେବ।

    Maximum 500 characters

    ତାଜା ଖବର View all

    Find Us on Facebook