Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ

    Share on :
    ajab-Image
    Date: Nov 27, 2025    Views: 2871

    ନୂଆଦିଲ୍ଲୀ:ସମ୍ବିଧାନ ଦିବସ ଉପଲକ୍ଷେ ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି।ଏହି ଔପଚାରିକ ପ୍ରସ୍ତାବନା ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶ୍ରୀ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଶ୍ରୀ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲରେ କରାଯାଇଥିବା ପୋଷ୍ଟରେ ସୂଚନା ଦିଆଯାଇଛି ଯେ: ‘‘ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶ୍ରୀ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଶ୍ରୀ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।’’

    Maximum 500 characters

    ଦେଶ ବିଦେଶ View all

    Find Us on Facebook