Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବରଗଡ଼ର ସୁନା ବ୍ୟବସାୟୀଙ୍କୁ ଉଠାଇ ନେଲା କୋଲକାତା ପୋଲିସ

    Share on :
    ajab-Image
    Date: Jan 10, 2026    Views: 3040

    ବରଗଡ଼: ବରଗଡ଼ର ଜଣେ ସୁନା ଗହଣା ବ୍ୟବସାୟୀ ହେମନ୍ତ ବର୍ମାକୁ କୋଲକତା ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ସମ୍ପୃକ୍ତ ସୁନା ବ୍ୟବସାୟୀ କୋଲକାତାରୁ ଅନ୍ୟ ଜଣେ ବ୍ୟବସାୟୀଙ୍କ ପାଖରୁ ଲକ୍ଷାଧିକ ଟଙ୍କାର ସୁନା ଆଣି ଟଙ୍କା ଦେଇ ନ ଥିବା ପୋଲିସରେ ଅଭିଯୋଗ ହୋଇଥିଲା। ଫଳରେ କୋଲକାତା ପୋଲିସ ଯେଉଁଥିପାଇଁ ତାଙ୍କ ତାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା ଏବଂ ବରଗଡରେ ପହଞ୍ଚି ଥିଲା । କୋଲକାତା ପୋଲିସ ଏସଆଇ ପ୍ରଶାନ୍ତ କର ଦାଶ, ଏସଆଇ କବିତା ସାମନ୍ତ ପ୍ରମୁଖ ବରଗଡ଼ ଆସି ସୁନା ବ୍ୟବସାୟୀଙ୍କୁ ଉଠାଇ ନେଇଛନ୍ତି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook