Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଓଡିଆ ନବବର୍ଷରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

    Share on :
    ajab-Image
    Date: Apr 14, 2025    Views: 3283

    ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
    ରାଷ୍ଟ୍ରପତି କହିଛନ୍ତି, ପଣା ସଂକ୍ରାନ୍ତି ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ। ଦେଶ ପାଇଁ ସମର୍ପିତ ହୋଇ କାର୍ୟ୍ୟ କରିବାକୁ ପ୍ରେରଣା ଦେଇଥାଏ । ଏହି ଅବସରରେ ସମସ୍ତଙ୍କର ସୁଖସମୃଦ୍ଧି କାମନା କରିଛନ୍ତି।

    Maximum 500 characters

    ତାଜା ଖବର View all

    Find Us on Facebook