ମୁଖ୍ୟ ଖବର
ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ଆଗଷ୍ଟ ମାସରେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଗଷ୍ଟ ୩ରୁ ୫ ତାରିଖ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେବେ । ଭୁବନେଶ୍ବର, କଟକ ଓ ବ୍ରହ୍ମପୁରରେ ଏହି ସବୁ କାର୍ଯ୍ୟକ୍ରମ ରହିଛି । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରସ୍ତୁତ ଖସଡ଼ାର କାର୍ଯ୍ୟସୂଚୀ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି ।
Comments ସମସ୍ତ ମତାମତ