Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୧୪ରେ ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ

    Share on :
    ajab-Image
    Date: Oct 12, 2026    Views: 2833

    ପୁରୀ: ଆସନ୍ତା ୧୪ରେ ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ।  ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ । ଅପରାହ୍ଣ ୫ଟାରୁ  ହେବାକୁ ଥିବା ଏହି ବୈଠକରେ ସମସ୍ତ ସେବାୟତ ନିଯୋଗ ପ୍ରତିନିଧି ଉପସ୍ଥିତ  ରହିବା ସହ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳ ଅଧ୍ୟକ୍ଷତା  କରିବେ । ଅକ୍ଟୋବର ୨୨ରୁ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା  କାର୍ତ୍ତିକ ମାସ ବାଳଧୂପ ନୀତି ନିର୍ଘଣ୍ଟର ଅନୁମୋଦନ କରିପାରେ ଛତିଶା ନିଯୋଗ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook