Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ରାଜଧାନୀରେ ପ୍ରବଳ ବର୍ଷା

    Share on :
    ajab-Image
    Date: Aug 6, 2022    Views: 3646


    ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏହାର ପ୍ରଭାବରେ ରାଜଧାନୀର ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ଉପୁଜିଛି । ନୟାପଲ୍ଲୀ ସ୍ଥିତ ଇସ୍କନ ମନ୍ଦିର ସମ୍ମୁଖରେ ବର୍ଷାପାଣି ଜମି ରହିବା ଫଳରେ ଉକ୍ତ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଇସ୍କନ ମନ୍ଦିର ସାମ୍ନା ରାସ୍ତା ବୁଡ଼ି ଅଣ୍ଟା ପର୍ୟ୍ୟନ୍ତ ପାଣି ଠିଆ ହୋଇଥିବାବେଳେ, ଗାଡ଼ି ମଧ୍ୟ ବୁଡ଼ିଯାଇଥିବା ଦେଖିବାକୁ ମିଳିଛି । ଲୋକେ ଉକ୍ତ ରାସ୍ତା ଦେଇ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook