Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଜି ସୃଷ୍ଟିହେବ ଘୂର୍ଣ୍ଣିବଳୟ

    Share on :
    ajab-Image
    Date: Sep 30, 2025    Views: 3838

    ଭୁବନେଶ୍ଵର: ମଙ୍ଗଳବାର ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଦକ୍ଷିଣ ଚାଇନା ସାଗରରୁ ଏହା ଆଣ୍ଡାମା ଓମାନ ସାଗରକୁ ପ୍ରବେଶ କରିବ ଏହା ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ ବର୍ଷୀ କେନ୍ଦ୍ରୀୟ ବଙ୍ଗୋମ ପସାଗର ଅଞ୍ଚଳ ଞ୍ଚଳରେ ଏକ ସୃଷ୍ଟି ହେବ। ଏ ଏହାଦ୍ବାରା ରାଜ୍ୟର ୧ତାରିଖ ବେଳକୁ ନୂତନ ଲଘୁଚାପ ବିଭିନ୍ନ ସ୍ଥାନରେ ପୁଣି ବର୍ଷାର ପରିମାଣ ବଢ଼ିପାରେ। ମଙ୍ଗଳବାର ଅର୍ଥାତ୍ ଅଷ୍ଟମୀରେ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ନବମୀ ଓ ଦଶମୀ ବର୍ଷା ଯୋଗୁଁ ଅନେକ ସ୍ଥାନରେ ପ୍ରଭାବିତ ହେବାର ଆଶଙ୍କା ରହିଛି।ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ମଙ୍ଗଳବାର ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ଭାରୀ ବର୍ଷା ହେବାକୁ ଥ‌ିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼ ସମ୍ବଲପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ଦୁର୍ଗାପୂ ପାଇଁ ସାରା ରାଜ୍ୟ ବର୍ତ୍ତମାନ ଉତ୍ସବମୁଖର ହୋଇପଡ଼ିଥ‌ିବା ବେଳେ କଟକ-ଭୁବନେଶ୍ବରରେ ପୂ ପାଇଁ ବ୍ୟାପକ ଆୟୋଜନ ହୋଇଛି ଜ୍ଝ ମାତ୍ର ନବମୀ ଓ ଦଶମୀରେ ବର୍ଷା ଆଶଙ୍କା ରହିଥ‌ିବାରୁ ଏଥଟ୍ଟ ପୂଜା ପ୍ରଭାବିତ ହେବା ନେଇ ଯଥେଷ୍ଟ ଆଶଙ୍କା ରହିଛି ଜ୍ଝ ଲଘୁଚାପ ଯୋଗୁଁ ବଡ଼ବର୍ଷା ନହେଲେ  ଝିପିଝିପି ବର୍ଷା ଲାଗି ରହିଲେ ବି ପୂଜା ବୁଲାରେ ସମସ୍ୟା ଉପୁଜିବ ଜ୍ଝଅନ୍ୟପଟେ, ସମ୍ଭାବ୍ୟ ଲଘୁଚା ଯୋଗୁଁ ସମୁଦ୍ର ମଧ୍ୟରେ ୩୫ରୁ ୪୫ କିମି ବେଗରେ ପବନ ବ‌ହିବ ଜ୍ଝ ଏହାର ଝଟ୍‌କା ପବନ ୫ କିମି ଛୁଇଁବ ଜ୍ଝ ତେଣୁ ଆସନ୍ତା ୩ ତାରିଖ ପର୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କ ସତର୍କ ସୂଚନା ଦିଆଯାଇଛି ଜ୍ଝ ଲଘୁଚାପକୁ ଦୃଷ୍ଟିରେ ରଖ୍ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ମଧ୍ୟ ସତ ରହିବାକୁ ଏସ୍‌ଆରସିଙ୍କ କାର୍ୟ୍ୟାଳୟରୁ ପରାମର୍ଶ ଦିଆଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook