Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୧୮ରୁ ପୁଣି ବର୍ଷା

    Share on :
    ajab-Image
    Date: Sep 17, 2023    Views: 4659

    ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୧୮ ତାରିଖରୁ ବର୍ଷା ବଢ଼ିବ। ୧୮ ତାରିଖ ଦିନ ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ଢେଙ୍କ‌ାନାଳ, ଅନୁଗୁଳ, ବୌଦ୍ଧ ଓ ରାୟଗଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିଭଳି ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଟକ ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

     

     

    Maximum 500 characters

    ରାଜ୍ୟ ଖବର View all

    Find Us on Facebook