Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ସମୟ କହିବ ଭବିଷ୍ୟତ: ନବୀନ

    Share on :
    ajab-Image
    Date: Mar 5, 2026    Views: 2695

    ଭୁବନେଶ୍ୱର:ଆଜି ରାଜ୍ୟସଭା ନିର୍ବାଚନ ନାମାଙ୍କନ ଦାଖଲର ଶେଷଦିନ। ଆଜି ଶେଷଦିନରେ ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଏବଂ ଦତ୍ତେଶ୍ଵର ହୋତା। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ୨ ସେଟ୍ ରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି କମନ୍ କ୍ୟାଣ୍ଡିଡେଟ୍ ଭାବେ ଡାକ୍ତର ଦତ୍ତେଶ୍ଵର ହୋତା ନାମାଙ୍କନ ପତ୍ର ଦାଖଲ କରିଛନ୍ତି।  ତେବେ ସଂତୃପ୍ତ ଓ ଦତ୍ତେଶ୍ୱର ନାମାଙ୍କନ ଭରିବା ପରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ପ୍ରାର୍ଥିପତ୍ର ଦାଖଲ କରିଥିବା ଦୁଇ ପ୍ରାର୍ଥୀଙ୍କୁ ସ୍ୱାଗତ କରୁଛି । ସେହିପରି ଧର୍ମନିରପେକ୍ଷ ମେଣ୍ଟ ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ନବୀନ କହିଛନ୍ତି ସମୟ ଭବିଷ୍ୟତ କହିବ ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook