Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ନବୀନଙ୍କୁ ଚିଠି ଲେଖିଲେ ରଣେନ୍ଦ୍ର

    Share on :
    ajab-Image
    Date: Apr 14, 2025    Views: 3507

    ଭୁବନେଶ୍ୱର:  ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁବିଜେଡି ସୁପ୍ରିମୋ  ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ଦଳ ସମ୍ପର୍କରେ କିଛି ପ୍ରସ୍ତାବ ବା ପରାମର୍ଶ ମୁଖିଆଙ୍କୁ ଦେଇଛନ୍ତି। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
    ଦଳ ପୂର୍ବରୁ ମହିଳାମାନଙ୍କୁ ଅଗ୍ରାଧିକାର ଦେଇଥିବା ବେଳେ ଏବେ ସଂଗଠନରେ ସଂରକ୍ଷଣ ନେଇ ନବୀନଙ୍କୁ ପ୍ରସ୍ତାବ ଦେଇଛନ୍ତି ରଣେନ୍ଦ୍ର। ବିଜେଡି ସାମାଜିକ ନ୍ୟାୟ, ଧର୍ମ ନିରପେକ୍ଷତା, ଆଞ୍ଚଳିକ ସନ୍ତୁଳନକୁ ନେଇ ବଢ଼ୁ, ଏସସି,ଏସ୍‌ଟି, ମହିଳାଙ୍କୁ ସଂଖ୍ୟା ଅନୁପାତରେ ବିଜେଡିରେ ସ୍ଥାନ ମିଳୁ ବୋଲି ସେ କହିଛନ୍ତି। ତେଣୁ କିଛି ଲୋକଙ୍କୁ ଦଳର ସଂଗଠନକୁ ହାଇଜାକ କରିବାକୁ ନଦିଆଯାଉ, ଧର୍ମ ନିରପେକ୍ଷତା ଓ ନ୍ୟାୟ ଆଦର୍ଶକୁ ଉଜ୍ଜୀବିତ ପାଇଁ ପଦେଷକ୍ଷପ ନିଆଯାଉ ବୋଲି ସେ ତାଣ୍କ ଚିଠିରେ କହିଛନ୍ତି।

    Maximum 500 characters

    ରାଜନୀତି View all

    Find Us on Facebook