Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଘରକରଣ

ମୁଖ୍ୟ ଖବର

    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    Share on :
    ajab-Image
    Date: Oct 1, 2026    Views: 2576

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।

    ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି, ଜୋନ ଏସିପି ଓ IICଙ୍କ ଖୋଳତାଡ଼ ଜାରି ରଖିଛନ୍ତି ।ଦୁର୍ବୃତ୍ତର ଏଯାଏଁ ପତ୍ତା ମିଳିନାହିଁ। ଘଟଣାସ୍ଥଳ ଏବଂ ଆଖପାଖ ଅଞ୍ଚଳର ସିସିଟିଭି ଫୁଟେଜ୍ ଯାଞ୍ଚ କରୁଛି ପୋଲିସ। ଅଭିଯୁକ୍ତକୁ ଧରିବା ପାଇଁ ସ୍ପେଶାଲ ଟିମ୍ ଗଠନ କରି ରାଜଧାନୀର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।

    Maximum 500 characters

    ଘରକରଣ View all

    Find Us on Facebook