Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବାହୁଡା ପ୍ରସ୍ତୁତି: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

    Share on :
    ajab-Image
    Date: Jul 22, 2026    Views: 2800

    ଭୁବନେଶ୍ବର: ବାହୁଡା଼ ଯାତ୍ରାକୁ ନେଇ ପ୍ରସ୍ତୁତି ଆରମ୍ଭ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆରମ୍ଭ ହୋଇଛି ବୈଠକ। ବାହୁଡ଼ା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପ୍ରସ୍ତୁତି ନେଇ ଆଲୋଚନା ଚାଲିଛି। ଏହି ମିଟିଂରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ,ଉନ୍ନୟନ କମିଶନର , ପୁଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ପ୍ରଶାସକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook