Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ

    Share on :
    ajab-Image
    Date: Oct 24, 2025    Views: 2669

    ଭୁବନେଶ୍ୱର: ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ ।

    ଅଧିକ ୫କେଜି ଚାଉଳ ମିଳିବା ନେଇ ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାପାଳଙ୍କୁ ଚିଠି ଲେଖିଛି ଯୋଗାଣ ବିଭାଗ ।

    Maximum 500 characters

    ତାଜା ଖବର View all

    Find Us on Facebook